Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ମଙ୍ଗଳବାର ରାଶିଫଳ: ଜାଣନ୍ତୁ କେମିତି କଟିବ କାଲିର ଦିନ, ଏହି ରାଶିରେ ଅର୍ଥ ଲାଭ ଯୋଗ

13/09/2021 at 7:00 PM

ମେଷ–ଚନ୍ଦ୍ରଙ୍କ ଶୁଭ ଦୃଷ୍ଟିରୁ ସ୍ୱାସ୍ଥ୍ୟ ଭଲ ରହିବ, କିନ୍ତୁ ସମାନ୍ୟ ଥଣ୍ଡାଜନିତ ପିଡାନୁଭବ କରିପାରନ୍ତି । ଆଲୋଚନା ପରିସରରେବିଜ୍ଞବ୍ୟକ୍ତିମାନଙ୍କଠାରୁପ୍ରେରଣା ପାଇକାର୍ଯ୍ୟକରିବେ । ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବୃଷ–ପାପଗ୍ରହଯୁକ୍ତ ମଙ୍ଗଳ ଯୋଗୁ କର୍ମକ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋଭାବ ପୋଷଣ କରି ସମସ୍ୟା ସୃଷ୍ଟି କରିପାରନ୍ତି । ଧନଭାବସ୍ଥରବିଙ୍କ ପ୍ରଭାବରେ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବା ଆଶଙ୍କା ରହିଛି ।ଶୁଭରଙ୍ଗ ଲାଇଟ୍‌ ଗ୍ରୀନ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଶ୍ରମ ସାର୍ଥକ ହେବ ।

ମିଥୁନ – ମକର ରାଶିରେ ଶନି ନିଜ ଗୃହରେ ରହି କର୍ମକ୍ଷେତ୍ରରେ ଅସଜଡା ପରିସ୍ଥିତିକୁ ସୁଧାରି ନେବେ । ଚନ୍ଦ୍ରଙ୍କ ପ୍ରଭାବରେ ବନ୍ଧୁଙ୍କ ପରାମର୍ଶଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ–ସ୍ୱଗୃହରୁ ତୃତୀୟାଧିପ ଦେଖୁଥିବାରୁ ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆନ୍ଦୋଳିତ କରିବ । ଅତୀତ କଥା ଚିନ୍ତା ନ କରି, ସମୟର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କଲେ ଉପକୃତ ହେବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• କର୍ମଜୀବି-ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ସିଂହ –ଅଷ୍ଟମ ଭାବସ୍ଥରବିଙ୍କ ଯୋଗୁ ସ୍ୱାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଉପରିସ୍ଥ କର୍ମଚାରୀଙ୍କ କିମ୍ବା ବିଶିଷ୍ଟ ବ୍ୟକ୍ତିଙ୍କ ସହ ମତାନ୍ତର ଜନିତ ପରିସ୍ଥିତି ବିଗିଡି ପାରେ । ଶୁଭରଙ୍ଗ ଗ୍ରୀନ୍‌ ।ଶୁଭ ଅଙ୍କ ୨ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା– ଧନାଧିପ ଶୁକ୍ର ଧନ ଭାବକୁ ଦୃଷ୍ଟି ଦେଉଥିବାରୁ ଆର୍ଥିକ ସ୍ଥିତି ଉନ୍ନତ ରହିବା ସହ ଆଶା କରୁଥିବା ଜିନିଷ ପାଇ ଖୁସିହେବେ । ସ୍ୱତନ୍ତ୍ର ଭାବରେ ନିମନ୍ତ୍ରିତ ହୋଇ ସମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହୋଇପାରନ୍ତି ।ଶୁଭରଙ୍ଗ ମେରୁନ । ଶୁଭ ଅଙ୍କ ୭ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜଳବାୟୁ ପ୍ରତିସତର୍କ ରୁହନ୍ତୁ ।

ତୁଳା–ପାପଯୁକ୍ତ ବୃହସ୍ପତି ପ୍ରଭାବରୁ ପ୍ରତ୍ୟେକ କାର୍ଯ୍ୟ ଦରଖଣ୍ଡିଆ ରହିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି । ଅନ୍ୟାୟ ବିରୋଧରେ ସ୍ୱର ଉଠାଇଲେ ମଧ୍ୟ ସମସ୍ତେ ଶୁଣି ମଧ୍ୟ ନ ଶୁଣୁଥିବାର ଅଭିନୟ କରିବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

ବିଛା–ଆଜିର ଶନି ଓ ଚନ୍ଦ୍ରଙ୍କ ଯୋଗ ଆପଣଙ୍କ କାର୍ଯ୍ୟ ସିଦ୍ଧି କରାଇବା ସହ ଲୋକ ସମ୍ପର୍କ ବୃଦ୍ଧିରେ ସହାୟତା ହେବ । ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ନିଜର ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡିପାରେ । ଶୁଭରଙ୍ଗ କ୍ରୀମ୍‌ ।ଶୁଭ ଅଙ୍କ ୩ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ଧନୁ –ରାଶ୍ୟାଧିପ ଭାଗ୍ୟସ୍ଥାନ ଯୋଗୁ ଆପଣଙ୍କ ଆଶା ନିଶ୍ଚିତ ପୂରଣ ହୋଇପାରିବ ।କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିଥିଲେ ମଧ୍ୟ ନିକଟ ସମ୍ପର୍କୀୟଙ୍କ ସାହାର୍ଯ୍ୟରୁ ଉପକୃତ ହେବେ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଜଳବାୟୁ ପ୍ରତିସତର୍କରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ମକର–ବଳବାନ୍‌ରାଶ୍ୟାଧିପତି ଓ କର୍ମାଧିପତିଙ୍କ ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ର ବହୁତ ଭଲ ରହିବ । କିନ୍ତୁ ବୃହସ୍ପତିଙ୍କ ଯୋଗୁ ବନ୍ଧୁଙ୍କ ଅନାଦର ଭାବ ଯୋଗୁ ସାମୟିକ ମନ ଦୁଃଖ ହୋଇପାରେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
• ଗୃହିଣୀ-ନୂଆ ବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ -କର୍ମାଧିପ ନିଜ ଭାବରୁ ଷଷ୍ଠ ସ୍ଥାନ ଯୋଗୁ ସହକର୍ମୀଙ୍କ ସହ ସୁସମ୍ପର୍କ ରହି ନ ପାରେ । ପାରିବାରିକ ସମସ୍ୟାର ଆପୋସ ସମାଧାନ ହୋଇଯିବ । ଅଧିକାଂଶ ସମୟରେ ଆପଣଙ୍କ ନୀରବତା ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କର ସନ୍ଦେହକୁ ଦୃଢୀଭୂତ କରିପାରେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।


ମୀନ – କର୍ମକ୍ଷେତ୍ରରେ ତିନୋଟି ଗ୍ରହର କୁପ୍ରଭାବରେ ପରିବାରରୁ ପୂର୍ଣ୍ଣ ସମର୍ଥନ ନ ପାଇବା କାରଣରୁ କାମଟି ସହଜସାଧ୍ୟ ନ ହୋଇପାରେ । ଯାତ୍ରା ସମୟରେ ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• ରୋଗୀ- ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

   Related Posts