Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଧନତେରସରେ ଜମିଲା ଭିଡ, କୋଭିଡ ନିୟମ ଉଲଙ୍ଘନରେ କଟକର୧୨ଟି ଅଳଙ୍କାର ଦୋକାନ ଉପରେ ଚଢାଉ

13/11/2020 at 10:29 PM

କଟକ ୧୩।୧୧: ଆଜି ଧନତରେସ ଉପଲକ୍ଷେ ବିଭିନ୍ନ ସୁନା ଗହଣା ଦୋକାନରେ ଲୋକଙ୍କ ପ୍ରବଳ ଗହଳି ଲାଗି ରହିଥିଲା। ଫଳରେ କେତେକ ସ୍ଥାନରେ କୋଭିଡ୍ ନିୟମର ମଧ୍ୟ ଉଲ୍ଲଂଘନ ହେଉଥିବା ଦେଖିବାକୁ ମିଳିଥିଲା। ଏହି କ୍ରମରେ  କୋଭିଡ ନୀୟମ ଉଲଙ୍ଘନ ଅଭିଯୋଗରେ କଟକ ସହରର  ୧୨ ଟି ଅଳଙ୍କାର ଦୋକାନ ଉପରେ ଚଢାଉ କରି ଫାଇନ ଭାବେ ୭୨ ହଜାର ଟଙ୍କା ଆଦାୟ କରିଛି ସିଏମସି। ଆବଶ୍ୟକତା ଠାରୁ ଅଧିକ ଭିଡ କରିବା ଓ ସାମାଜିକ ଦୁରତ୍ୱ ରକ୍ଷା ନ କରିବା ଅଭିଯୋଗରେ ଏକ ପ୍ରତିଷ୍ଠିତ ଗହଣା ଦୋକାନକୁ ମଧ୍ୟ ସିଏମସି ସିଲ୍ କରିଛି।

   Related Posts