Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ବାହଦଲପୁର ଅନୀଲ ଜେନା ହତ୍ୟାକାଣ୍ଡ : ଦେଢ ମାସ ପରେ ରାଜ୍ୟ ବାହାରୁ ଗିରଫ ହେଲେ ଦୁଇ ଅଭିଯୁକ୍ତ ବାପି- ହାପି

24/12/2019 at 2:24 PM

ଭୁବନେଶ୍ବର ୨୪।୧୨:  ବାହଦଲପୁର ଅନୀଲ ଜେନା ହତ୍ୟାକାଣ୍ଡ ମାମଲାରେ ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଓଡ଼ିଶା ବାହାରୁ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ସ୍ପେଶାଲ ସ୍କ୍ବାଡ୍ । ଦୁଇ ଅଭିଯୁକ୍ତ ହେଲେ ବାପି ଓ ହାପି ।

ଗତ ନଭେମ୍ବର ୭ ତାରିଖରେ ଅନୀଲ ଓ ତାଙ୍କ ବାପା ଅଭିମନ୍ୟୁ ଜେନାଙ୍କ ଉପରକୁ ଦୁର୍ବୃତ୍ତମାନେ ଗୁଳିମାଡ କରିଥିଲେ । ଅନୀଲଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ବାପା ଅଭିମନ୍ୟୁ ଜେନାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ବାପା ପୁଅଙ୍କ ଉପରକୁ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ ।

   Related Posts