ବାହଦଲପୁର ଅନୀଲ ଜେନା ହତ୍ୟାକାଣ୍ଡ : ଦେଢ ମାସ ପରେ ରାଜ୍ୟ ବାହାରୁ ଗିରଫ ହେଲେ ଦୁଇ ଅଭିଯୁକ୍ତ ବାପି- ହାପି

Published By : Prameya-News7 Bureau | December 24, 2019 IST

ଭୁବନେଶ୍ବର ୨୪।୧୨:  ବାହଦଲପୁର ଅନୀଲ ଜେନା ହତ୍ୟାକାଣ୍ଡ ମାମଲାରେ ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଓଡ଼ିଶା ବାହାରୁ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ସ୍ପେଶାଲ ସ୍କ୍ବାଡ୍ । ଦୁଇ ଅଭିଯୁକ୍ତ ହେଲେ ବାପି ଓ ହାପି ।

ଗତ ନଭେମ୍ବର ୭ ତାରିଖରେ ଅନୀଲ ଓ ତାଙ୍କ ବାପା ଅଭିମନ୍ୟୁ ଜେନାଙ୍କ ଉପରକୁ ଦୁର୍ବୃତ୍ତମାନେ ଗୁଳିମାଡ କରିଥିଲେ । ଅନୀଲଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ବାପା ଅଭିମନ୍ୟୁ ଜେନାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ବାପା ପୁଅଙ୍କ ଉପରକୁ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.