Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଗୋ-ଖାଦ୍ୟ ବୋଝେଇ ଟ୍ରକ୍‌ରୁ ଜବତ ହେଲା ଗଞ୍ଜେଇ, ୨ ଗିରଫ

15/11/2019 at 6:01 PM

ଜୟପୁର ୧୫।୧୧: କୋରାପୁଟ ଜିଲ୍ଲା ପଟାଙ୍ଗି ପୋଲିସ ଦ୍ବାରା ଦୁଇ ଗଂଜେଇ ଚୋରା ଚାଲାଣ କାରୀ ଗିରଫ । ଗୋଟିଏ ଟ୍ରକ, ଗୋଟିଏ ମୋବାଇଲ ଜବତ ହୋଇଛି । ୪୬୩ କିଲୋ ୪୮୦ ଗ୍ରାମ ଗଂଜେଇ ଜବତ ହୋଇଛି । ଗିରଫ ଦୁଇଜଣ ହେଲେ ବିହାରର ଦିଲ୍ଲୀପ ରାୟ ଓ ମନୀଷ କୁମାର ।

ଦ୍ରୁତ ଗତିରେ ଯାଉଥିବା ଏହି ଟ୍ରକକୁ ଅଟକାଇ ଯାଞ୍ଚ କରିବାରୁ ସେଥିରେ ଗଂଜେଇ ଚୋରା ଚାଲାଣ ହେଉଥିବା ଜଣା ପଡିଥିଲା । ଏହି ଗୋଖାଦ୍ୟ ବୋଝେଇ ୧୦ଚକିଆ ଟ୍ରକରେ ୯୦ ପ୍ୟାକେଟ୍ ଗୋଖାଦ୍ୟ ସହ ୯୦ ପ୍ୟାକେଟ୍ ଗଞ୍ଜେଇ ଯାଉଥିଲା ।

   Related Posts