Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ରାଜଧାନୀରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ଦୁଇ ଗିରଫ, ଜଣେ ଫେରାର

2/06/2020 at 9:05 AM

ଭୁବନେଶ୍ବର ୨।୬: ରାଜଧାନୀରୁ ପୁଣି ଧଳାଜହର ଜବତ ହୋଇଛି । ଖଣ୍ଡଗିରି ଅଞ୍ଚଳରୁ କୋଟିଏ ଟଙ୍କାର ବ୍ରାଉନସୁଗାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଜବତ କରିଛି । ଚୋରା ଚାଲାଣ ଅଭିଯୋଗରେ ଦୁଇ ଜଣ ଗିରଫ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଲକ୍ ଡାଉନ୍ ଖୁଲମାଖୁଲା ଚାଲିଛି ବେପାର । ରାଜଧାନୀରୁ ଜବତ ହେଲା କୋଟିଏ ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ଧଳାଜହର । ବାଲେଶ୍ବରରୁ ୩ଜଣ ଜଣ ବେପାରୀ ବ୍ରାଉନସୁଗାର ନେଇ ଆସୁଥିବା ବେଳେ ରାଜଧାନୀରୁ ଜବତ ହୋଇଛି । ପୂର୍ବରୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଖବର ପାଇ ଖଣ୍ଡଗିରି ଅଞ୍ଚଳରେ ଜଗି ରହିଥିଲେ । ତିନି ଯୁବକ ପହଞ୍ଚିବା ପରେ ସେମାନଙ୍କୁ ଧରିଥିଲା ଏସଟିଏଫ ଟିମ୍ । ୩ ଯୁବକଙ୍କ ମଧ୍ୟରୁ ୨ ଜଣ ଯୁବକ ଧରାପଡିଥିବା ବେଳେ ଜଣେ ଯୁବକ ସେଠାରୁ ଖସି ପଳାଇବାରେ ସକ୍ଷମ ହୋଇଥିଲେ ।

ଜବତ ବ୍ରାଉନସୁଗାର ପ୍ରାୟ ୧ କେଜି ଓଜନର ହେବ ବୋଲି ଜଣାପଡିଛି । ସେମାନଙ୍କ ନିକଟରୁ ବାଇକ୍ ଜବତ କରିଛି ଏସଟିଏଫ  । ଗିରଫ  ଦୁଇ ଅଭିଯୁକ୍ତ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଅଞ୍ଚଳର ବୋଲି ସୂଚନା ମିଳିଛି । ତେବେ ଜବତ ବ୍ରାଉନସୁଗାର କେଉଁଠାରୁ ଆସିଥିଲା ଏବଂ ଏମାନେ କାହା ପାଖକୁ ନେଇ ଯାଉଥିଲେ

   Related Posts