Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଛତିଶଗଡ ଚାଲାଣ ବେଳେ ୧୪ କେଜି ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ

21/01/2021 at 5:05 PM

ନୂଆପଡା ୨୧।୧: ଛତିଶଗଡ ଚାଲାଣ ବେଳେ ଜବତ ହେଲା ଗଞ୍ଜେଇ । ୧୪ କେଜି ଗଞ୍ଜେଇ ଜବତ କରିଛି ନୂଆପଡା ପୋଲିସ । ଦୁଇ ଅଭିଯୁକ୍ତକୁ ଗିରଫ କରିଛି ।

ସୂଚନାଯୋଗ୍ୟ ଯେ, କୌଣସି ସୂତ୍ରରୁ ଖବର ପାଇ ନୂଆପଡା-ଛତିଶଗଡ ସୀମାନ୍ତବର୍ତ୍ତି ଅଞ୍ଚଳରେ ଚଢାଉ କରିଥିଲା ନୂଆପଡା ପୋଲିସ । ଚଢାଉ ବେଳେ ବସ୍ତାରେ ଗଞ୍ଜେଇ ଧରି ବସ୍ ଅପେକ୍ଷା କରି ଥିବାବେଳେ ଦୁଇ ଜଣଙ୍କୁ ଧରିଲା ଅବକାରୀ ବିଭାଗ । ଜଣେ କଳାହାଣ୍ଡି ଜିଲ୍ଲା ଜୁନାଗଡର ହୋଇଥିବା ବେଳେ ଅନ୍ୟ ଜଣେ ଛତିଶଗଡ଼ ଦୁର୍ଗ ଜିଲ୍ଲାର ବୋଲି ଜଣାପଡିଛି । ସେମାନଙ୍କ ନିକଟରୁ ୧୪ କେଜି ଗଞ୍ଜେଇ ଜବତ ହୋଇଛି । ତେବେ ଏହି ଗଞ୍ଜେଇ କାରବାରରେ ଅନ୍ୟ କାହାର ସପୃକ୍ତି ରହିଛି ତାର ଖୋଳତାଡ କରୁଛି ପୋଲିସ ।

   Related Posts