Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ମାତାଲ କରି ଜଙ୍ଗଲକୁ ନେଇ ଦୁଷ୍କର୍ମ କଲେ, ଯୁବତୀଙ୍କ ଅଭିଯୋଗ ପରେ ୨ ଗିରଫ

2/10/2021 at 8:07 PM

କଣ୍ଟାବାଞ୍ଜି ୧।୧୦: ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ୨ ଜଣଙ୍କୁ ଗିରଫ କଲା ପୋଲିସ । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସ ଅଭିଯୋଗକୁ ଭିତ୍ତିକରି ଅଭିଯୁକ୍ତକୁ ଗିରଫ କରିଛି ।

ଯୁବତୀଙ୍କ ଅଭିଯୋଗ ଅନୁସାରେ, ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳର ଜନୈକ ଯୁବତୀଙ୍କୁ ମୁରିବାହାଲ ଥାନା ଅନ୍ତର୍ଗତ ଡଙ୍ଗରପଡାର ଦୁଇ ଜଣ ଯୁବକ ଉଠାଇ ନେଇଥିଲେ । ଯୁବକ ଧୁବଲେ ମାଝି ଏବଂ ପୃଥ୍ବୀରାଜ ମାଝି ଯୁବତୀଙ୍କୁ ମଦ ପିଆଇ ମାତାଲ ଅବସ୍ଥାରେ ବଙ୍ଗୋମୁଣ୍ଡାରେ ଥିବା ପୁଞ୍ଜିପଥର ଜଙ୍ଗଲକୁ ନେଇଯାଇଥିଲେ । ସେଠାରେ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ । ଯୁବତୀଙ୍କ ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରିଥିଲା । ଅଭିଯୋଗ ଆଧାରରେ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ଅଧିକ ତଦନ୍ତ ଆରମ୍ଭ କରିଛି ।

   Related Posts