Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଖ୍ରୀଷ୍ଟ କଲେଜ ଛାତ୍ର ତୁଷାରକାନ୍ତ ସାହୁ ଆତ୍ମହତ୍ୟା ଘଟଣା : ୨ ଅଭିଯୁକ୍ତ ଗିରଫ

27/09/2021 at 6:04 PM

କଟକ ୨୭।୯: କଟକ ଖ୍ରୀଷ୍ଟ କଲେଜ ଛାତ୍ର ତୁଷାରକାନ୍ତ ସାହୁ ଆତ୍ମହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ  ଗିରଫ କଲା ପୋଲିସ । ମଧୁସୂଦନ ସେତୁରୁ ଆତ୍ମହତ୍ୟା କରିଥିଲେ ତୁଷାରକାନ୍ତ । ୨ ଅଭିଯୁକ୍ତ ମାଡ଼ ମରିବାରୁ ଅପମାନିତ ହୋଇ ତୁଷାରକାନ୍ତ ଆତ୍ମହତ୍ୟା କରିଥିଲେ । ବାନ୍ଧବୀଙ୍କୁ ନେଇ ବିବାଦ କାରଣରୁ ମାଡ଼ମାରିଥିବା ସୂଚନା । ଗିରଫ ଅଭିଯୁକ୍ତ ହେଲେ ଜଗତପୁରର ଜୁବୁ ଓ କୌଶଲ ।

   Related Posts