Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ବାଲେଶ୍ବରରେ ସାମ୍ବାଦିକଙ୍କୁ ଦୁର୍ବୃତ୍ତଙ୍କ ମରଣାନ୍ତକ ଆକ୍ରମଣ

29/09/2018 at 9:55 AM

ବାଲେଶ୍ବର ୨୯|୯: ସାମ୍ବାଦିକଙ୍କୁ ଆକ୍ରମଣ । ଦୈନିକ ଖବରକାଗଜ ପ୍ରମେୟର ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ୨ ଦୁର୍ବୃତ୍ତ । ବାଲିଆପାଳ ପ୍ରତିନିଧି ରାଧାକୃଷ୍ଣ ସାହୁଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ସକାଳେ ଛକରେ ଖବରକାଗଜ ପଢ଼ୁଥିବାବେଳେ ଦୁର୍ବୃତ୍ତ ମଟର ସାଇକେଲରେ ଆସି ତାଙ୍କୁ ଆକ୍ରମଣ କରି ଫେରାର ହେ।ଇଯାଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଲେଶ୍ବର ପରେ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ପେ।ଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଆକ୍ରମଣର କାରଣ ଏଯାଏଁ ଜଣାପଡିନି । ଦୁର୍ବୃତ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ବାଲିଆପାଳ ବସ୍ତାର ମୁଖ୍ୟ ରାସ୍ତା ଇଡିକୁ ଛକରେ ଟାୟାର ଜଳି ରାସ୍ତାର ଅବରେ।ଧ କରିଛନ୍ତି ସ୍ଥାନୀୟଲେ।କେ । ଆକ୍ରମଣ କରିଥିବା ଜଣେ ଯୁବକଙ୍କ ପରିଚୟ ମଳିଛି । ଯୁବକ ଜଣକ ଜାମକୁଣ୍ଡା ଗାଁର ମୁନା ସାହୁ ବେ।ଲି ଜଣାପଡିଛି ।

   Related Posts