Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ନିଶ୍ଚିନ୍ତକୋଇଲିରେ ଦୁଇ ବାଇକ୍ ଲୁଟେରା ଗିରଫ

25/10/2018 at 11:04 AM

କଟକ ୨୫/୧୦:   ଦୁଇ ବାଇକ ଚୋରକୁ କୋର୍ଟ ଚାଲାଣ କରିବା ସହିତ ସେମାନଙ୍କ ଠାରୁ ୬ଗୋଟି ମଟର ସାଇକେଲ ଜବତ କରିଛି କଟକ ଜିଲ୍ଲା ମାହାଙ୍ଗା ପୁଲିସ l ଆଜି ପ୍ରେସମିଟ୍ ଦ୍ଵାରା ସୂଚନା ଦେଲେ ସାଲେପୁର ଏସଡିପିଓ କେ ଜେନା। ମାହାଙ୍ଗା ଥାନା ଆଇଆଇସି ଯୁଗଳ କିଶୋର ଦାସଙ୍କ ନେତୃତ୍ୱରେ ଏକ ୬ଜଣିଆ ଟିମ ସାଲେପୁର ଅଞ୍ଚଳରୁ ୨ଜଣ ବାଇକ ଚୋରକୁ ଧରିବା ସହ ସେମାନଙ୍କ ଠାରୁ ୬ଟି ବାଇକ ଜବତ କରିଛି।ବାଇକ ଚୋର ହେଲେ ସାଲେପୁର ଅଞ୍ଚଳର ଚନ୍ଦନ ସାମଲ ଓରଫ୍ ଚନ୍ଦୁ ଅନ୍ୟ ଜଣେ ହେଲେ ସୁଶାନ୍ତ ସାମଲ ଓରଫ୍ ଜଗୁ। ସେମାନଙ୍କୁ ଆଜି ମାହାଙ୍ଗା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

 

   Related Posts