ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
24/11/2020 at 10:53 AM

ନବରଙ୍ଗପୁର ୨୪।୧୧: ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ ନିକଟରେ ଘଟିଛି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି ବାଇକ୍ । ଦୁର୍ଘଟଣା ଫଳରେ ଦୁଇ ବାଇକ୍ ଆରୋହୀ ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଝରିଗାଁ ପୋଲିସ ତଦନ୍ତ ଜାରି ରଖିଛି ।
Related Posts
ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
25 January 2021
ଓଲଟିଲା ଦଶଚକିଆ ଟ୍ରକ, ଯାତାୟତ ବାଧାପ୍ରାପ୍ତ
25 January 2021