ବିଜେଡିର ଦୁଇ ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ

Published By : Prameya-News7 Bureau | April 20, 2019 IST

ଭୁବନେଶ୍ବର ୨୦|୪: ବିଜେଡିର ଦୁଇ ନେତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ମୟୁରଭଞ୍ଜ ଜିଲ୍ଲା ବଡସାହି ବିଧାୟକ ଗଣେଶ୍ବର ପାତ୍ରଙ୍କୁ ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ସେହିପରି ଜଗଦିଶ ନାୟକଙ୍କୁ ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି କରିଛନ୍ତି ବୋଲି ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.