Thursday, May 23, 2019

News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବିଜେଡିର ଦୁଇ ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର ୨୦|୪: ବିଜେଡିର ଦୁଇ ନେତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ମୟୁରଭଞ୍ଜ ଜିଲ୍ଲା ବଡସାହି ବିଧାୟକ ଗଣେଶ୍ବର ପାତ୍ରଙ୍କୁ ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ସେହିପରି ଜଗଦିଶ ନାୟକଙ୍କୁ ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି କରିଛନ୍ତି ବୋଲି ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି ।

645 Views

   ସମ୍ବନ୍ଧିତ ଖବର