Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବିଜେଡି ଦଳର ଦୁଇ ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ

12/04/2019 at 3:02 PM

ଭୁବନେଶ୍ବର ୧୨|୪: ବିଜୁ ଜନତା ଦଳର ଦୁଇ ନେତାଙ୍କୁ ନୂଆ ଦାୟିତ୍ବ ଦିଆଯାଇଛି । ଦଳର ଉପସଭାପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ କେନ୍ଦୁଝର ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ସଭାପତି ନବୀନ ପଟ୍ଟନାୟକ । ସେହିପରି ବିଜୁ ଜନତା ଦଳର ସାଧାରଣ ସଂପାଦକ ପ୍ରିୟଦର୍ଶୀ ମିଶ୍ରଙ୍କୁ ମୁଖପାତ୍ର ଭାବରେ ନିଯୁକ୍ତି ଦିଆଯାଇଛି । ଏ ନେଇ ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି ।

   Related Posts