ଭୁବନେଶ୍ବର ୧୨|୪: ବିଜୁ ଜନତା ଦଳର ଦୁଇ ନେତାଙ୍କୁ ନୂଆ ଦାୟିତ୍ବ ଦିଆଯାଇଛି । ଦଳର ଉପସଭାପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ କେନ୍ଦୁଝର ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ସଭାପତି ନବୀନ ପଟ୍ଟନାୟକ । ସେହିପରି ବିଜୁ ଜନତା ଦଳର ସାଧାରଣ ସଂପାଦକ ପ୍ରିୟଦର୍ଶୀ ମିଶ୍ରଙ୍କୁ ମୁଖପାତ୍ର ଭାବରେ ନିଯୁକ୍ତି ଦିଆଯାଇଛି । ଏ ନେଇ ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି ।
ବିଜେଡି ଫୋକସରେ ମହିଳା ପ୍ରାର୍ଥୀ, ବିଧାନସଭାରେ ୩୦ରୁ...