Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଯାଜପୁରରେ ବିଜେପିରୁ ଜିତିଥିବା ୨ ଜିଲ୍ଲା ପରିଷଦ ସଦସ୍ୟ ଯୋଗ ଦେଲେ ବିଜେଡିରେ, ନବୀନ କଲେ ସ୍ବାଗତ

27/01/2019 at 4:52 PM

ଭୁବନେଶ୍ବର ୨୭|୧: ଯାଜପୁର ଜିଲ୍ଲାର ଦୁଇଜଣ ବିଜେପି ଜିଲ୍ଲାପରିଷଦ ସଦସ୍ୟ ଆଜି ବିଜେଡିରେ ଯୋଗ ଦେଇଛନ୍ତି । ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ମାମିନା ମଲିକ ଓ ଶ୍ରବଣ କୁମାର ଜେନାଙ୍କ ସହ ଏକାଧିକ କର୍ମୀ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଯୋଗଦେଇଛନ୍ତି । ଦଳର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ନେତୃତ୍ବରେ ଏମାନେ ଦଳରେ ଯୋଗଦେଇଛନ୍ତି ।

ତେବେ ବିଜେଡିର ଆଦର୍ଶ ଓ ସରକାରଙ୍କର ବିଭିନ୍ନ ଜନହିତକର ଓ  ଲୋକାଭିମୁଖୀ ଯୋଜନା ଓ କାର୍ଯ୍ୟକ୍ରମରେ ଅନୁପ୍ରାଣିତ ହୋଇ ଏମାନେ  ଦଳରେ ଯୋଗଦେିଛନ୍ତି ବୋଲି କହିଛନ୍ତି । ସେପଟେ ଦଳରେ ଏମାନଙ୍କୁ ସ୍ବାଗତ ଜଣାଇଛନ୍ତି ଦଳ ସୁପ୍ରିମୋ ନବିନ ପଟ୍ଟନାୟକ । ଅପରପକ୍ଷରେ ବିଜେପିର ବରିଷ୍ଠ ନେତା ବିଶ୍ବଭୂଷଣ ଏହାକୁ ଏକ ସାଧାରଣ ଘଟଣା ଏବଂ ଯାହାକୁ ଯିଏ ଭଲ ଲାଗିଲା ସିଏ ତା ପାଖକୁ ଗଲା ବୋଲି କହିଛନ୍ତି  ।  

   Related Posts