Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଛୁରାମାଡ, ଦୁଇ ଭାଇ ଗୁରୁତର

28/09/2020 at 8:04 AM

ସମ୍ବଲପୁର ୨୮।୯: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଛୁରାମାଡ । ସମ୍ବଲପୁର ଟାଉନ ଥାନା ମୋଦିପଡା ନିକଟ ଆମ୍ବେକର ନଗରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ତେବେ ଏଥିରେ ହୀରାକୁଦ କଲୋନୀର ଦୁଇ ଭାଇ ଆଦିତ୍ୟ ସୁନା ଓ ଜୁଗୁ ସୁନା ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ଭୀମସାରରେ ଭର୍ତ୍ତି କରିଛନ୍ତି |

ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ ଦୁଇ ଭାଇ କୌଣସି କାମ ସାରି ଫେରୁଥିବା ବେଳେ ୫ରୁ୬ ଜଣ ଯୁବକ ସେମାନଙ୍କୁ ଅଟକାଇଥିଲେ । ପୂର୍ବର କୌଣସି କଥାକୁ ନେଇ ପାଟିତୁଣ୍ଡ ହେବା ପରେ ଦୁଇଭାଇଙ୍କୁ ଛୁରାମାଡ କରି ଫେରାର୍ ମାରିଥିଲେ । ତେବେ ଗୁରୁତରଙ୍କ ସ୍ତ୍ରୀଙ୍କ ଏତଲା ଆଧାରରେ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।

   Related Posts