Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ସୁସ୍ଥ ହେଲେ ଆଉ ୨ କରୋନା ସଂକ୍ରମିତ

30/04/2020 at 9:40 PM

ଭୁବନେଶ୍ବର୩୦/୪: ରାଜ୍ୟରେ ସୁସ୍ଥ ହେଲେ ଆଉ ୨ କରୋନା ସଂକ୍ରମିତ। ଏହି ୨ ଜଣ ହେଉଛନ୍ତି ରାଉରକେଲା ଅଞ୍ଚଳର। ଏହି ଦୁଇଜଣଙ୍କୁ ମିଶାଇ ରାଜ୍ୟରେ ମୋଟ୍ ୪୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ୯୯ ଜଣ କୋଭିଡ-୧୯ ପଜିଟିଭ୍ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏଥିସହ ଜଣେ ୭୦ ବର୍ଷୀୟ ବୃଦ୍ଧ କରୋନା ଜନିତ ରୋଗରେ ମୃତ୍ୟୁ କରିଛନ୍ତି। ତା ବ୍ୟତୀତ ଆଉ ଜଣେ କରୋନା ସଂକ୍ରମିତ ସୁସ୍ଥ ହେବା ପରେ କ୍ୟାସନର ରୋଗରେ ତାଙ୍କର ମୃତ୍ୟୁ ହୋଇଥିଲା।

   Related Posts