Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ଆଠଗଡର ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା : ୨ ଗୁରୁତର, ୨ ଆହତ

20/12/2019 at 9:20 AM

ଆଠଗଡ ୨୦।୧୨: କଟକ ଜିଲ୍ଲା ଆଠଗଡଜେନାପଦା ଶାଳବଣିଠାରେ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ଖବର ପାଇ ଗୁରୁତରମାନଙ୍କୁ ଆଠଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଉଭୟଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ଦୁଇ ଜଣ ହେଲେ ବଡମ୍ବା ବ୍ଲକ୍ କସିକିଆରୀ ବିଜୟ କୁମାର ବିଶ୍ବାଳ, ସୁଜ୍ଞାନ କୁମାର ସେଠ ।

ସେହିପରି ଅନ୍ୟ ଏକ ଦୁର୍ଘଟଣାରେ ଆଠଗଡରୁ ନିଜଘରକୁ ଫେରୁଥିବାବେଳେ ବାଇକ୍ କୁ ପଛପଟୁ ଅଜଣା ଗାଡି ଧକ୍କା ଦେଇଥିଲା । ଫଳରେ ଭାରସାମ୍ୟ ହରାଇ ଗଛରେ ପିଟିହୋଇଥିଲା ବାଇକ୍ । ଦୁର୍ଘଟଣାରେ ଦୁଇ ଜଣ ଆହତ ହୋଇଛନ୍ତି । ଉଭୟଙ୍କୁ ଆଠଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

   Related Posts