Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||

ବାଇକ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର

1/10/2019 at 1:13 PM

ସୋର ୧।୧୦: ବାଲେଶ୍ବର ଜିଲ୍ଲା ଖଇରା ଥାନା ଔପଦା-ଖଇରା ରାସ୍ତା ଘୋଡା ଛକରେ ବାଇକ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇଛି । ଉଭୟଙ୍କୁ ପ୍ରଥମେ ସୋର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଅଧିକ ଗୁରୁତର ହେବାରୁ କଟକ ବଡ ମେଡିକଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ ଯେ, ଏକ ବାଇକରେ ଆନନ୍ଦ ବେହେରା ବୟସ ଓ ଅଶ୍ଵନା ବେହେରା ଆସୁଥିବା ବେଳେ ଟ୍ରକ୍ ଟି ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଉଭୟ ଗୁରୁତର ହୋଇଥିଲେ । ଉଭୟଙ୍କୁ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ସୋର ମେଡିକାଲକୁ ପଠାଇଥିଲେ। ଅବସ୍ଥା ଅଧିକ ଗୁରୁତର ହେବାରୁ କଟକ ବଡ ମେଡିକଲକୁ ସ୍ଥାନାନ୍ତର କରାଯାଇଛି।

   Related Posts