Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||

ଦୁଇ ଡକାୟତ ଗିରଫ, ରାତିରେ ଗାଡି ଅଟକାଇ କରୁଥିଲେ ଲୁଟ୍

8/02/2019 at 3:32 PM

ପଟ୍ଟାମୁଣ୍ଡାଇ ୮|୨: ରାତିରେ ଗାଡି ଅଟକାଇ ଡକାୟତି କରୁଥିବା ଦଳର ଦୁଇ ଡକାୟତଙ୍କୁ ଗିରଫ କରିଛି ପଟ୍ଟାମୁଣ୍ଡାଇ ପୋଲିସ | ଗତ ଫେବ୍ରୁୟାରୀ ୫ ତାରିଖରେ ୬ଜଣ ଦୁର୍ବୃତ୍ତ ପଟ୍ଟମୁଣ୍ଡାଇ ମୁଖ୍ୟ ରାସ୍ତାରେ ଟ୍ରକ୍ ଗୁଡିକୁ ଅଟକାଇ ଭୁଜାଲି ଦେଖାଇ ଭୟଭୀତ କରିବା ସହିତ ଟଙ୍କା ଏବଂ ମୋବାଇଲ ଲୁଟି ନେଇଥିଲେ | ଅଭିଯୋଗ ପାଇବା ପରେ ପଟ୍ଟାମୁଣ୍ଡାଇ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା | ଆଜି ପଟ୍ଟାମୁଣ୍ଡାଇ ପୁଲିସ ଏହି ଡକାୟତ ଦଳର ଦୁଇଜଣଙ୍କୁ ଗିରଫ କରିଛି | ଗିରଫ ବ୍ୟକ୍ତି ଦୁଇ ଜଣ ହେଲେ ଗୋବିନ୍ଦପୁର ଅଞ୍ଚଳର ପ୍ରସନ୍ନ ନାୟକ ଓ କୈଳାସୀ ଅଞ୍ଚଳର ଚନ୍ଦନ ବେହେରା | ପୋଲିସ କେସ୍ ନମ୍ଵର ୪୨/୧୯ରେ ମାମଲା ରୁଜୁ କରିବା ସହିତ ଉଭୟଙ୍କୁ କୋର୍ଟ ଚାଲାଣ କରିଛି |

   Related Posts