Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ଭାରସାମ୍ୟ ହରାଇ ଓଲଟି ପଡିଲା ଯାତ୍ରୀବାହୀ ବସ୍ ; ୨ ମୃତ, ୧୫ରୁ ଅଧିକ ଗୁରୁତର

28/01/2019 at 8:41 AM

ଭବାନୀପାଟଣା ୨୮|୧:  ଭାରସାମ୍ୟ ହରାଇ ଓଲଟି ପଡିଲା ଯାତ୍ରୀବାହୀ ବସ୍ । କଳାହାଣ୍ଡି ୨୬ ନମ୍ବର ଜାତୀୟ ରାଜପଥ ଜୋଲକୋଠାରେ ବସ୍ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଶ୍ରୀଜଗନ୍ନାଥ ନାମକ ଏକ ଘରୋଇ ବସ୍ ଭୁବନେଶ୍ବରରୁ ଜୟପୁର ଯାଉଥିଲା ।

   Related Posts