ଭାରସାମ୍ୟ ହରାଇ ଓଲଟି ପଡିଲା ଯାତ୍ରୀବାହୀ ବସ୍ ; ୨ ମୃତ, ୧୫ରୁ ଅଧିକ ଗୁରୁତର

Published By : Prameya-News7 Bureau | January 28, 2019 IST

ଭବାନୀପାଟଣା ୨୮|୧:  ଭାରସାମ୍ୟ ହରାଇ ଓଲଟି ପଡିଲା ଯାତ୍ରୀବାହୀ ବସ୍ । କଳାହାଣ୍ଡି ୨୬ ନମ୍ବର ଜାତୀୟ ରାଜପଥ ଜୋଲକୋଠାରେ ବସ୍ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଶ୍ରୀଜଗନ୍ନାଥ ନାମକ ଏକ ଘରୋଇ ବସ୍ ଭୁବନେଶ୍ବରରୁ ଜୟପୁର ଯାଉଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.