Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ହାଇଓ୍ବା ଧକ୍କାରେ ଦୁଇ ମୃତ, ଦୁଇ ଗୁରୁତର ; ହାଇଓ୍ବାକୁ ଜାଳିଦେଲେ ଉତ୍ତ୍ୟକ୍ତଲୋକ

29/03/2019 at 9:55 AM

ନିଶ୍ଚିନ୍ତକୋଇଲି ୨୯|୩ :  ଲଉଡି ଖେଳ ସାରି ଘରକୁ ଫେରୁଥିବା ସମୟରେ ହାଇୱ। ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି । ଦୁଇ ଆହତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । କଟକ ଜିଲ୍ଲା ନେମାଳ ଥାନା କଟିକଟା-ଜୟପୁର ରାସ୍ତା ବରକୋଳିଆ ଛକ ଶିବାନନ୍ଦ ବିଦ୍ୟାମନ୍ଦିର ନିକଟରେ ସ୍ଥାନୀୟ କୁଳଙ୍ଗା ଗାଁରୁ ଲଉଡି ଖେଳି ସାରି ଘରକୁ ଫେରୁଥିବା ବେଳେ କଟିକଟା ପଟୁ ଆସୁଥିବା ଏକ ହାଇୱା ସେମାନଙ୍କୁ ପଛ ପଟୁ ପିଟି ଦେଇଥିଲା ।

ମୃତକ ଦୁଇ ଜଣ ହେଲେ ତିର୍ତ୍ତୋଲ ଥାନା ଡାଇଲ ଜନାର୍ଦ୍ଦନପୁରର ଜ୍ୟୋତି ରଞ୍ଜନ ଦାସ୍ ଏବଂ ଦିଲ୍ଲିପ ଦାସ। ଉତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଦୁର୍ଘଟଣା ସ୍ଥାନରେ ରାସ୍ତା ଅବରୋଧ କରିଛନ୍ତି । ଦୁର୍ଘଟଣା ଘଟାଇଥିବା ହାଇଓ୍ବାକୁ ପୋଡି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକ ।

   Related Posts