Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ; ଘଟଣାସ୍ଥଳରେ ଦୁଇ ମୃତ

15/01/2019 at 9:46 AM

ସୁନ୍ଦରଗଡ ୧୫|୧: ସୁନ୍ଦରଗଡ ଲେଫ୍ରିରିପଡା ଥାନା ଗିରିଙ୍ଗିକେଲା ପଟୁଆଢିହିରେ ଦୁର୍ଘଟଣା । ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ଗିରିଙ୍ଗିକେଲା ଗାଁର ଚନ୍ଦନ ପଟେଲ ଓ ହେମନ୍ତ ଅଢା । ଗୁରୁତର ବ୍ୟକ୍ତିଙ୍କୁ ସୁନ୍ଦରଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମକର ସଂକ୍ରାନ୍ତି ଯାତ୍ରା ଦେଖି ଫେରୁଥିବାବେଳେ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି ।

   Related Posts