ଟ୍ରକ୍ ସହ ବାଇକ୍ ମୁହାଁମୁହିଁ ଧକ୍କା, ଦୁଇ ମୃତ

Published By : Prameya-News7 Bureau | April 30, 2019 IST

ବାଲେଶ୍ବର ୩୦|୪: ବାଲେଶ୍ବର ନହରପାଟଣା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଟ୍ରକ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଦୁଇ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିନାହିଁ । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.