Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଟ୍ରକ୍ ସହ ବାଇକ୍ ମୁହାଁମୁହିଁ ଧକ୍କା, ଦୁଇ ମୃତ

30/04/2019 at 5:10 PM

ବାଲେଶ୍ବର ୩୦|୪: ବାଲେଶ୍ବର ନହରପାଟଣା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଟ୍ରକ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଦୁଇ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିନାହିଁ । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts