Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଭାରାସାମ୍ୟ ହରାଇ କାନ୍ଥରେ ପିଟିହେଲା ବାଇକ୍, ଘଟଣାସ୍ଥଳରେ ୨ ମୃତ

11/12/2019 at 2:02 PM

ଦିଗପହଣ୍ଡି ୧୧।୧୨: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ରେ ୨ ଜଣ ବାଇକ୍ ଆରୋହୀଙ୍କ ହୋଇଛି । ପୁଞ୍ଜିକୟାଁ ଛକ ନିକଟରେ ଦ୍ରୁତ ଗତିରେ ଆସୁଥିବା ବାଇକ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଥିବା କାନ୍ଥରେ ପିଟି ହୋଇଥିଲା । ବାଇକ୍ ଚାଳକ ଓ ଗାଡିରେ ବସିଥିବା ବ୍ୟକ୍ତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ।

ମୃତକ ହେଲେ ନୂଆ ମୌଳାଭଣଜା ଗାଁର ବିପୁନ୍ ଗୌଡ ଓ ଶଙ୍କର ପାତ୍ର । ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

   Related Posts