ଆମ୍ବୁଲାନ୍ସ ଉପରେ ମାଡିଗଲା ଟ୍ରକ : ୨ମୃତ, ୨ଗୁରୁତର
22/12/2019 at 1:59 PM

ଯାଜପୁର ୨୨।୧୨: ଆମ୍ବୁଲାନ୍ସ ଉପରେ ମାଡିଗଲା ୧୦ଚକିଆ ଟ୍ରକ । ୧୬ ନମ୍ବର ଜାତୀୟ ରାଜପଥ ପାଣିକୋଇଲି ନିକଟ ବ୍ରଜନଗର ଠାରେ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଅଛନ୍ତି ।

ସୂଚନାଯୋଗ୍ୟ ଯେ, ରୋଗୀ ନେଇ ଭଦ୍ରକ ପଟୁ ଆସୁଥିବା ଏକ ଆମ୍ବୁଲାନ୍ସକୁ ଧକ୍କା ଦେଲା ୧୦ଚକିଆ ଟ୍ରକ । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଅଛନ୍ତି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

Related Posts
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଉଦ୍ୟମ
17 January 2021
ହାରୁଛି କରୋନା, ଜିତୁଛି ଓଡ଼ିଶା: ସୁସ୍ଥ ହେଲେ ଆଉ ୨୨୦ ସଂକ୍ରମିତ
17 January 2021
୨୫ ହଜାର ପ୍ୟାକେଟ୍ ନକଲି ସର୍ଫ ଜବତ ମାମଲା, ୨ ବ୍ୟବସାୟୀ ଗିରଫ
17 January 2021