Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ

13/12/2019 at 4:55 PM

ଯାଜପୁର୧୩/୧୨: ଧର୍ମଶାଳା ୫୩ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଦୁଇ ମୃତ।ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିିଳି ନାହିଁ। ବାଇକ ଆରୋହୀଙ୍କୁ ଧକା  ଦେଲା ଡ୍ରମ୍ଫର ଘଟଣା ସ୍ଥଳରେ ଉଭୟଙ୍କ ମୃତ ଘଟିଛି। ବାରମ୍ବାର ଦୁର୍ଘଟଣା ଘଟିଲେ ମଧ୍ୟ ପ୍ରଶାସନ ଏଥିପ୍ରତି ନଜର ଦେଉନ ଥିବାର ଦେଖିବାକୁ ମିଳିଛି।

କିଛି ଦିନ ପୂର୍ବେ ଏକ ଦମ୍ପତିଙ୍କ ଉପରେ ମର୍ମ ବୋଝେଇ ଡ୍ରମ୍ପର ପଲଟି ଯାଇଥିବାବେଳେ ଆଜି ଫୁଣି ଆଉ ଏକ ଦୁର୍ଘଟଣା ଦେଖିବାକୁ ମିଳିଛି । ଯୋଉଥିରେ ଦୁଇ ଦୁଇଟି ଜବନ ଚାଲିଯାଇଛି।ଏହି ଦୃଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ଭିତରେ ଉତେଜନା ଦେଖାଯିବା ସହ ମୃତ ଦେହକୁ ରାସ୍ତା ଉପରେ ରଖି ରାସ୍ତା ଅବରୋଧ କରିଥିବା ଦେଖାଯାଇଛି।

   Related Posts