Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ବରମୁଣ୍ଡା ଓଭରବ୍ରିଜ୍ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୨ ଜଣ ମୃତ

20/03/2019 at 9:46 AM

ଭୁବନେଶ୍ବର ୨୦|୩ : ଭୁବନେଶ୍ବର ବରମୁଣ୍ଡା ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଛି । ୨ ଜଣଙ୍କ ଉପରେ ମାଡିଯାଇଛି ଅଜଣା ଗାଡି । ମୃତକ ହେଉଛନ୍ତି ଉପେନ୍ଦ୍ର ନାୟକ । ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । ରିଜିଓନାଲ ଇନଷ୍ଟିଚ୍ୟୁଟ ଅଫ୍‌ ଏଜୁକେସନ୍‌ରେ ସେ କାମ କରୁଥିଲେ । ଖଣ୍ଡଗିରି ପଟୁ ଯାଉଥିବା ବେଳେ ମାଡିଗଲା ଗାଡି ।

   Related Posts