Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||

ପୁଅର ନିର୍ବନ୍ଧ ପାଇଁ ଯାଉଥିବାବେଳେ ଓଲଟିଲା ବୋଲେରୋ ; ଦୁଇ ମୃତ, ୮ ଗୁରୁତର

29/05/2019 at 1:01 PM

ବେତନଟୀ ୨୯|୫: ନିର୍ବନ୍ଧ ପାଇଁ ଯାଉଥିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟିହେଲା ବୋଲେରୋ । ଦୁର୍ଘଟଣା ଫଳରେ ବୋଲେରୋ ଡ୍ରାଇଭରଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ମୟୁଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା କ୍ଷୀରପଦା ନିକଟରେ ଘଟିଛି ଦୁର୍ଘଟଣା ।ପୁଅର ନିର୍ବନ୍ଧ ପାଇଁ ଅଶପୁରାରୁ ମାନଗୋବିନ୍ଦପୁର ଯାଉଥିଲେ ପୁଅ ଘର ଲୋକେ । ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟିହେଲା ବୋଲେରୋ । ଦୁର୍ଘଟଣା ଫଳରେ ବୋଲେରୋ ଡ୍ରାଇଭରଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ପୁଅର ମଉସା ରାମଚନ୍ଦ୍ର ଦାସ । ଡ୍ରାଇଭରଙ୍କ ପରିଚୟ ମିଳିପାରିନାହିଁ । ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts