Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଯାତ୍ରା ଦେଖି ଫେରୁଥିବା ବେଳେ ବାଇକ୍ ଦୁର୍ଘଟଣାଗ୍ରସ୍ତ : ଦୁଇ ଯୁବକଙ୍କ ମୃତ୍ୟୁ

21/10/2019 at 1:21 PM

ସୋର ୨୧|୧୦: ବାଲେଶ୍ବର ୧୬ନଂ ଜାତୀୟ ରାଜପଥ ସିମୁଳିଆ ଥାନା ଗାଁ ମାର୍କଣ୍ଡ ହମ୍ପସଠାରେ ବାଇକ୍ ଦୁର୍ଘଟଣାରେ ୨ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ମାର୍କୋଣାର ଚନ୍ଦ୍ରିକା ବିଶ୍ୱକର୍ମା ପୁଅ ଶନି ବିଶ୍ୱକର୍ମା ଏବଂ ନିମ ଗଡିଆର ଶୁକ୍ରା ସିଂ ପୁଅ ଜଗନ୍ନାଥ । ଗାଁରୁ ଯାତ୍ରା ଦେଖି ଫେରୁଥିବା ବେଳେ ମାର୍କେଟ୍ ଆସୁଥିବା ବେଳେ ରାତି ୩ ଟାରେ ଦୁର୍ଘଟଣା ଘଟିଛି । ମାର୍କଣ୍ଡ ପୋଲିସ ମୃତଦେହ ଉଦ୍ଧାର କରି ସିମୁଳିଆ ଡାକ୍ତରଖାନାକୁ ପଠାଇଛି ବ୍ୟବଚ୍ଛେଦ ପାଇଁ ।

   Related Posts