Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||

ଦୁଇ ଡ୍ରଗ୍ସ ଚୋରା ବେପାରୀ ଗିରଫ, ବ୍ରାଉନସୁଗାର ଜବତ

11/09/2019 at 3:20 PM

ଯାଜପୁର ୧୧।୯: ଯାଜପୁର ଅଞ୍ଚଳରୁ ଡ୍ରଗ୍ସ ଚୋରା ଚାଲଣକାରୀ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗତକାଲି ଡ୍ରଗ୍ସ ଚାଲାଣ କରାଯାଉଥିବା ଖବର ପାଇ ଟାଉନ ଥାନା ପୋଲିସ ଚଢ଼ାଉ କରିଥିଲା । ସେଠାରୁ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନେ ହେଲେ ଯାଜପୁର ଅଞ୍ଚଳର ରାଉତରାୟପୁର ଗ୍ରାମର ଶୁଭ୍ରାଂଶୁ ଶେଖର ରାଉତ, ବିଂଝାରପୁର ଅଞ୍ଚଳର ଅସରଫ ଅଲ୍ଲି ଖାଁ ।

ତାଙ୍କୁ ପ୍ରଥମେ ଡାକ୍ତର ମାଇନା କରାଯାଇ ପୋଲିସ ପଚରା ଉଚରା ଜାରି ରଖିଛି । ତେବେ ତାଙ୍କଠାରୁ ମୋଟ୍ ୪.୦୩ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ପୋଲି । ଯାଜପୁର ଥାନା ପୋଲିସ କେସ୍ ନମ୍ବର ୨୫୯/୧୯ ରୁଜୁ କରି ଉଭୟଙ୍କୁ କୋର୍ଟ ଚାଲାଣ କରିଛି । ଅନ୍ୟ ଦୁଇ ଜଣ ସେଥିରେ ସମ୍ପୃକ୍ତ ନଥିବାରୁ ପୋଲିସ ତାଙ୍କୁ  ଛାଡିଦେଲେ।

   Related Posts