Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ବାର୍‌ହା ଫାଶରେ ପଡି ଗଲା ଦୁଇ ଜଣଙ୍କ ଜୀବନ

28/01/2020 at 10:19 AM

ଅନୁଗୋଳ ୨।୧: ଅନୁଗୋଳ ଜିଲ୍ଲା କଂଜା ଗାଁରେ ଅଘଟଣ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ସେହି ଗାଁର ମହେଶ୍ବର ବିଶ୍ବାଳ ଏବଂ କବିନ୍ଦ୍ର ଗଡନାୟକ ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା କଂଜା ଗାଁରେ ବାରହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍ ତାର । ସେହି ତାରରେ ଲାଗି ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନୁଗୋଳ ମେଡିକାଲରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ବନ୍ତଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts