ବାର୍‌ହା ଫାଶରେ ପଡି ଗଲା ଦୁଇ ଜଣଙ୍କ ଜୀବନ

Published By : Prameya-News7 Bureau | January 28, 2020 IST

ଅନୁଗୋଳ ୨।୧: ଅନୁଗୋଳ ଜିଲ୍ଲା କଂଜା ଗାଁରେ ଅଘଟଣ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ସେହି ଗାଁର ମହେଶ୍ବର ବିଶ୍ବାଳ ଏବଂ କବିନ୍ଦ୍ର ଗଡନାୟକ ।

{"id":216929,"sizeSlug":"large"}

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା କଂଜା ଗାଁରେ ବାରହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍ ତାର । ସେହି ତାରରେ ଲାଗି ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

{"id":216930,"sizeSlug":"large"}

ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନୁଗୋଳ ମେଡିକାଲରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ବନ୍ତଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.