Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ପାନ୍ଥ ନିବାସ ବିଲ୍ ପାଇଁ ନେଉଥିଲେ ଲକ୍ଷେ ଟଙ୍କା, ଭିଜିଲାନ୍ସ ହାବୁଡରେ ପଡିଲେ ୨ ଯନ୍ତ୍ରୀ

16/07/2021 at 11:01 AM

ନୂଆପଡା ୧୬।୭: ଲାଞ୍ଚ ନେଇ ଧରା ପଡିଲେ ୨ ଯନ୍ତ୍ରୀ । ଏକ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଦୁଇ ଯନ୍ତ୍ରୀ ହେଉଛନ୍ତି ନୂଆପଡା ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ଇଞ୍ଜିନିୟର ପ୍ରଭାତ ନାଏକ ଓ କନିଷ୍ଠ ଯନ୍ତ୍ରୀ କ୍ଷୀରୋଦ ଆଚାରୀ । ସେମାନଙ୍କୁ ଭୁବନେଶ୍ବର ସ୍ଥିତ ଭିଜିଲାନ୍ସ ସେଲରେ ରଖାଯାଇଥିବା ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ, ପତୋରାଠାରେ ନବ ନିର୍ନିତ ଏକ ପାନ୍ଥ ନିବାସର ଫାଇନାଲ ବିଲ୍ ପାଇଁ ଲାଞ୍ଚ ନେଉଥିଲେ । ଧରମବନ୍ଧାର ଗୈନ୍ଦରାମ ସାହୁଙ୍କ ଠାରୁ ଟଙ୍କା ନେଉଥିବା ଜଣାପଡିଛି ।

   Related Posts