Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଚାଷ ଜମିରୁ ଜଳ ନିଷ୍କାସନ ବେଳେ ଆକ୍ରମଣ କଲା ବାରହା, ୨ ଚାଷୀ ମେଡିକାଲରେ ଭର୍ତ୍ତି

6/12/2021 at 1:32 PM

ମହାକାଳପଡା ୬।୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଧାନ ଜମିରେ ଜମିଛି ପାଣି । ଜଳ ନିଷ୍କାସନ କରିବା ସମୟରେ ଚାଷୀଙ୍କୁ ଆକ୍ରମଣ କରିଛି ଜଙ୍ଗଲୀ ବାରହା । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକର ଷାଠିଏବାଟି ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା ।  ଆକ୍ରମଣର ଶିକାର ହୋଇଥିବା ଚାଷୀ ହେଉଛନ୍ତି ପ୍ରମୋଦ ସାମଲ ଓ କୈଳାସ ବେହେରା ।

ଚାଷ ଜମିରୁ ଜଳ ନିଷ୍କାସନ କରିବା ସମୟରେ ଚାଷୀଙ୍କୁ ଆକ୍ରମଣ କରିଥିଲା ଜଙ୍ଗଲୀ ବାରହା । ଆକ୍ରମଣରେ ଦୁଇ ଜଣ ଚାଷୀଙ୍କ ଶରୀରରେ ଗଭୀର ଆଘାତ ଲାଗିଥିଲା । ଗ୍ରାମବାସୀମାନେ ଦୁଇ ଜଣଙ୍କୁ ବାରହା କବଳରୁ ଉଦ୍ଧାର କରି ମହାକାଳପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ସେଠାରେ ଅବସ୍ଥା ଗୁରୁତର ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାର କରାଯାଇଛି ।

   Related Posts