Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ପାରାଦୀପ ମୁହାଣ ମୁହଁରେ ବୁଡିଲା ଡଙ୍ଗା : ୨ ମତ୍ସ୍ୟଜୀବୀ ମୃତ, ୧୩ ଉଦ୍ଧାର

12/06/2020 at 12:26 PM

ପାରାଦୀପ ୧୨।୬: ପାରାଦୀପ ମୁହାଣ ମୁହଁରେ ଅଘଟଣ । ମତ୍ସ୍ୟଜୀବୀଙ୍କ ଡଙ୍ଗା ବୁଡି ଗଲା । ଦୁଇ ଜଣ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣଙ୍କୁ ଉଦ୍ଧାର କରାଯାଇଛି । ପାରାଦୀପ ମୁହାଣ ମୁହଁରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ପାରାଦୀପ ମୁହାଣ ମୁହଁରୁ ମା’ କାଳୀ ଡଙ୍ଗାରେ ୧୫ ଜଣ ମତ୍ସ୍ୟଜୀବୀ ମାଛ ଧରିବାକୁ ସମୁଦ୍ର ଭିତରକୁ ଯାଇଥିଲେ । ମତ୍ସ୍ୟଜୀବୀ ଫେରୁଥିବା ସମୟରେ ମୁହାଣ ମୁହଁରେ ଡଙ୍ଗାଟି ବୁଡିଯାଇଥିଲା । ଫଳରେ ଦୁଇ ଜଣ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ମତ୍ସ୍ୟଜୀବୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts