Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଥମୁନି ଧଳାଜହର କାର୍‌ବାର୍‌ : ରାଜଧାନୀରୁ ୨୭୩ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ୨ ଗିରଫ

4/11/2021 at 3:07 PM

ଭୁବନେଶ୍ବର ୦୪।୧୧: ରାଜଧାନୀରେ ଥମୁନି ବ୍ରାଉନ୍‌ସୁଗାର କାରବାର । ଭୁବନେଶ୍ୱରରୁ ପୁଣି ଥରେ ବ୍ରାଉନ୍‌ସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୨୭୩ ଗ୍ରାମ ହେବ ବୋଲି ଜଣାପଡିଛି । ଏହାସହିତ ଘଟଣାରେ ୨ଜଣଙ୍କୁ ଗିରଫ କରିଛି କ୍ୟୁଏଟି ଓ ମଞ୍ଚେଶ୍ୱର ପୋଲିସ ।

ଖବର ଅନୁଯାୟୀ, ଭୁବନେଶ୍ୱର ନିକଟସ୍ଥ ହାଇଟେକ୍‌ ଛକ ନିକଟରେ ବ୍ରାଉନ୍‌ସୁଗାର କାରବାର୍‌ ନେଇ ପୋଲିସ ନିକଟରେ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ କମିଶନରେଟ୍‌ ପୋଲିସର କ୍ୟୁଏଟି ଓ ମଞ୍ଚେଶ୍ୱର ପୋଲିସ ମିଳିତ ଭାବେ ହାଇଟେକ୍‌ ଛକରେ  ୨ଜଣଙ୍କୁ ଗିରଫ କରିଥିଲା । ସେମାନଙ୍କ ନିକଟରୁ ୨୭୩ ଗ୍ରାମ ବ୍ରାଉନ୍‌ସୁଗାର ଜବତ ହୋଇଛି ।

ସେହିପରି ଏବେ ଯାଏଁ ଅପରେଶନ ହ୍ୱାଇଟ୍‌ ସ୍ପାଇଡ଼ର ଜରିଆରେ ୨ କେଜି୨୫୦ ଗ୍ରାମ ବ୍ରାଉନ୍‌ସୁଗାର ଜବତ ହୋଇଛି । ଏହାସହିତ ୩୮ ଜଣଙ୍କୁ ଗିରଫ କରିଛି ପୋଲିସ । ଆଗକୁ ମଧ୍ୟ ଏହି ଅପରେସନ ଜାରି ରହିବ ବୋଲି କମିଶନରେଟ୍‌ ପୋଲିସ ପକ୍ଷରୁ ସୂଚନା ମିଳିଛି ।

   Related Posts