Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ ମାମଲା, ୨ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କଲା ପୋଲିସ

10/11/2020 at 1:23 PM

ବଲାଙ୍ଗୀର ୧୦।୧୧: ବଲାଙ୍ଗୀରରେ ଚାଷୀଙ୍କ ଠାରୁ ୨କୋଟି ଜିଏସ୍‌ଟି ଠକେଇ ଘଟଣା । ମାମଲା ପଦାକୁ ଆସିବା ପରେ ଆକ୍ସନ ମୋଡ଼ରେ ଆସିଯାଇଥିଲା ବଲାଙ୍ଗୀର ପୋଲିସ । ସିନ୍ଦୁଜା ଷ୍ଟିଲ୍‌ ନାଁରେ ଠକାମୀ ଅଭିଯୋଗରେ ବଲାଙ୍ଗୀରର ଗାୟତ୍ରୀ ଜସ୍‌ଓ୍ୱାଲ୍‌ ଓ ତାଙ୍କ ପୁଅଙ୍କୁ ଗିରଫ କରିଛି ପୋଲିସ । ଉଭୟଙ୍କୁ ଗିରଫ ପରେ କରୋର୍ଟ ଚାଲାଣ କରିଛି ଟାଉନ୍‌ ଥାନା ପୋଲିସ ।

ସୂଚନାଯୋଗ୍ୟ ଯେ, ଚାଷୀଙ୍କ ନାଁରେ ମିଛ କାରବାର କରି ୨ କୋଟି ଟଙ୍କା ଜିଏସ୍‌ଟି ଫାଙ୍କି ଥିବା ଅଭିଯୋଗ ଥିଲା ।  ଏହି ଘଟଣାରେ ଠକାମୀର ଶିକାର ହୋଇଥିବା ୨ ଜଣ ବିରେନ୍ଦ୍ର ଭୋଇ ଓ ସବିତା ରଣା ଦେଓଗାଁ ଥାନା ଏବଂ ସଇଁତଳା ଥାନାରେ ଅଭିଯୋଗ କରିଥିଲେ। ଏମାନଙ୍କ ଅଭିଯୋଗ ଆଧାରରେ ପୋଲିସ୍ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ପରେ ଘଟଣାରେ ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଥିଲା । ସିନ୍ଦୂଜା ଷ୍ଟିଲ ନାମକ ଏକ କମ୍ପାନୀର ୨ କୋଟି ଟଙ୍କା ଜିଏସ୍‌ଟି ଠକେଇରେ ସଂପୃକ୍ତି ରହିଥିଲା । କିନ୍ତୁ ପୋଲିସ ଏବେ ବଲାଙ୍ଗୀରର ଗାୟତ୍ରୀ ଜସଓ୍ୱାଲ୍‌ ଓ ତାଙ୍କ ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।

   Related Posts