Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଋଷିକୂଲ୍ୟା ନଦୀରେ ଭାସିଗଲେ ୪ ଯୁବତୀ : ଦୁଇ ଉଦ୍ଧାର, ଦୁଇ ନିଖୋଜ

25/08/2019 at 11:05 AM

ସାନଖେମୁଣ୍ଡି ୨୫|୮: ଋଷିକୂଲ୍ୟା ନଦୀରେ ଭାସିଯାଇ ୨ ଯୁବତୀ ନିଖୋଜ ହୋଇଯାଇଥିବାବେଳେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି । ନିଖୋଜ ଯୁବତୀଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛି ।

ଗଞ୍ଜାମ ଜିଲ୍ଲା ହିଞ୍ଜିଳି କାଞ୍ଜିଆମା ଗାଁ ନିକଟ ଋଷିକୂଲ୍ୟା ନଦୀ ତଟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଖୁଦୁରୁକୁଣୀ ଓଷା ପାଇଁ ପାଣି ଆଣିବାକୁ ଯାଇଥିବା ବେଳେ ଗୋଡ ଖସିଯିବାରୁ ଭାସିଯାଇଥିଲେ ୪ ଜଣ ଯୁବତୀ । ସ୍ଥାନୀୟ ଲୋକଙ୍କ ଦ୍ବାରା ୨ ଜଣ ଯୁବତୀ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଉଦ୍ଧାର କରିପାରିନାହାନ୍ତି ।

ଉଦ୍ଧାର ଦୁଇ ଯୁବତୀଙ୍କୁ ହିଞ୍ଜିଳି ମେଡିକାଲରେ ଭର୍ତ୍ତି କରାଯାଇଛି । ଉଦ୍ଧାର ୨ ଯୁବତୀ ହେଲେ ସିଲି ବେହେରା ଓ ରୂପାଲି ବେହେରା । ଅନ୍ୟ ୨ ଯୁବତୀଙ୍କୁ ଖୋଜିବାକୁ ଅଗ୍ନିଶମ ବିଭାଗର ଉଦ୍ୟମ ଜାରି ରଖିଛି ।

   Related Posts