Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ବୀରମିତ୍ରପୁରର ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜଙ୍ଗଲରୁ ଉଦ୍ଧାର, ଜଣେ ହକି ଖେଳାଳି

11/08/2019 at 12:59 PM

ରାଉରକେଲା ୧୧|୮:  ଝାଡ଼ଖଣ୍ଡ ସିମଡେଗା ଉରୀ ଜଙ୍ଗଲରୁ ଦୁଇ ଓଡ଼ିଆ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ବୀରାମିତ୍ରପୁରର ହକି ଖେଳାଳି ଶ୍ରଦ୍ଧା ଏବଂ ଅନ୍ୟ ଜଣେ ଝାଡ଼ଖଣ୍ଡ  ବାଂଶଜୋରର ସୁନନ୍ଦିନୀ ବୋଲି ଜଣାପଡିଛି ।

ଉଭୟେ ବୀରମିତ୍ରପୁରର ଏକ ଘରୋଇ ସ୍କୁଲରେ ପାଟ ପଢୁଥିଲେ । ପରିବାର ପକ୍ଷରୁ ହତ୍ୟା ଅଭିଯୋଗ କରାଯାଇଛି । ଘଟଣାସ୍ଥଳରେ ସିମଡେଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts