Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବାଲିଗୁଡା ବିଜେଡିରେ ଗୋଷ୍ଠୀ କନ୍ଦଳ, ମନ୍ତ୍ରୀଙ୍କ ସମ୍ମୁଖରେ ୨ ଗୋଷ୍ଠୀ ହାତାହାତି

30/10/2021 at 1:44 PM

ବାଲିଗୁଡା ୩୦।୧୦: ବାଲିଗୁଡା ବିଜେଡିରେ ଗୋଷ୍ଠୀ କନ୍ଦଳ । ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ମୁଖରେ ଦୁଇ ଗୋଷ୍ଠୀ ହାତାହାତି ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀର ବାଲିଗୁଡା ବ୍ଲକ୍ ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳ ଦେଖିବାକୁ ମିଳିଛି । ଦୁଇ ଗୋଷ୍ଠୀ ହାତହାତି ହୋଇଛନ୍ତି । ଆଇନ ଓ ପଂଚାୟତରାଜ ମନ୍ତ୍ରୀ ତଥା କନ୍ଧମାଳ ବିଜେଡିର ପର୍ଯ୍ୟବେକ୍ଷକ ୫ ଦିନିଆ କନ୍ଧମାଳ ଗସ୍ତରେ ଆସିଥିଲେ । ଶନିବାର କୋଟଗଡ ଗସ୍ତ ବେଳେ ବାଲିଗୁଡା ବିଜେଡି କାର୍ଯ୍ୟାଳୟ ନିକଟରେ ଏହିଭଳି ଅଭାବନୀୟ ଘଟଣା ଘଟିଥିଲା ।

   Related Posts