Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର ! ଦୁଇ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

14/06/2019 at 8:08 AM

କଳାହାଣ୍ଡି ୧୪|୬: କଳାହାଣ୍ଡିରେ ଦୁଇ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । କଳାହାଣ୍ଡି ଜିଲ୍ଲା ଆମ୍ବପାଣି ଥାନା ଡୁଡକାଠେଙ୍ଗା ଗାଁରୁ ଜଣେ ଯୁବକ ଏବଂ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ୧୯ବର୍ଷୀୟ ନିରଞ୍ଜନ ଲହଜଲ ଓ ୧୬ ବର୍ଷୀୟ ସୁକାନ୍ତି ପୁଝାରୀ  । ଉଭୟ ପ୍ରେମୀଯୁଗଳ ବୋଲି ସନ୍ଦେହ କରାଯାଉଛି । କୌଣସି କାରଣରୁ ଉଭୟ ଅତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଜାରି ରଖିଛି ।

   Related Posts