Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ସଂରକ୍ଷିତ ଜଙ୍ଗଲରେ ହରିଣ ଶିକାର, ମାଂସ ବିକ୍ରି ପୂର୍ବରୁ ୨ ଶିକାରୀଙ୍କୁ ମାଡି ବସିଲା ବନ ବିଭାଗ

7/09/2021 at 1:35 PM

ଆଠଗଡ ୭।୯: ଆଠଗଡ଼ ବନଖଣ୍ଡ ଖୁଣ୍ଟୁଣୀ ସଂରକ୍ଷିତ ଜଙ୍ଗଲରେ ଚାଲିଥିଲା ଅବାଧରେ ହରିଣ ଶିକାର । ମାଂସ ମଧ୍ୟ କଟା ସରିଥିଲା। କିନ୍ତୁ ବିକ୍ରି ହେବା ପୂର୍ବରୁ ମାଡ଼ି ବସିଲା ବନ ବିଭାଗ । ଖୁଣ୍ଟୁଣୀ ରେଞ୍ଜ ଅଧିନ ଶଙ୍ଖପୋଇ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ଏକ ହରିଣ ଚମଡା ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଖୁଣ୍ଟୁଣୀ ରେଞ୍ଜର ସୂଚନା ଦେଇଛନ୍ତି । ତେବେ ଏଠାରେ ପ୍ରଶ୍ନ ଉଠୁଛି କେବେଠାରୁ ଚାଲିଥିଲା ଶିକାର । କିଏ ତାଙ୍କ ସହିତ ସମ୍ପୃକ୍ତ ଅଛନ୍ତି ତାହାକୁ ନେଇ ବନ ବିଭାଗ ତଦନ୍ତ ଜାରି ରଖିଛି ।

   Related Posts