Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||

ନିର୍ମାଣଧୀନ ଘରର ଛାତ ଭୁଶୁଡି ଦୁଇ ଗୁରୁତର

25/08/2019 at 2:54 PM

ବ୍ରହ୍ମପୁର ୨୫|୮: ଗଞ୍ଜାମ ଜିଲ୍ଲା ହିଂଜିଳି ବ୍ଲକ ସାପୁଆପଲ୍ଲୀ ଗ୍ରାମରେ ଅଘଟଣ । ନିର୍ମାଣଧୀନ ଘର ଛାତ ଭୁଶୁଡି ଦୁଇ ଜଣ ଗୁରୁତର ହୋଇଛନ୍ତି । ଆଜି ଛାତ ପଡୁଥିବା ବେଳେ ଛାତ ଖସି ଦୁଇ ଜଣ ମିସ୍ତ୍ରୀ ଗୁରୁତର ହୋଇଛନ୍ତି ।

ଗୁରୁତର ହେଲେ ନାରସୁ ଗୌଡ଼ (୩୦) ଓ ନାରାୟଣ ଗୌଡ଼ (୩୦) । ୧୦୮ ଆମ୍ବୁଲାନ୍ସ ସାହାଯ୍ୟରେ ଉଭୟଙ୍କୁ ହିଂଜିଳି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘର କାମ ଚାଲିଥିବା ବେଳେ ହଠାତ୍ ଛାତ ଭୁଶୁଡି ପଡିଥିବା ଗ୍ରାମବାସୀ ଏବଂ ଘର ମାଲିକ କହିଛନ୍ତି ।

   Related Posts