Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ତାଳଚେର ଲିଙ୍ଗରାଜ କୋଇଲା ଖଣିରେ ଦୁର୍ଘଟଣା ; ବୋଲେରୋ ଉପରେ ଚଢିଗଲା ଡମ୍ଫର, ୨ଜଣ ଗୁରୁତର

18/10/2018 at 12:35 PM

ଅନୁଗୋଳ ୧୮|୧୦: ଅନୁଗୋଳ ଜିଲ୍ଲା ତାଳଚେର ଲିଙ୍ଗରାଜ କୋଇଲା ଖଣିରେ ଦୁର୍ଘଟଣା ହୋଇଛି । ବୋଲେରୋ ଗାଡି ଉପରେ ଚଢିଯାଇଛି ଡମ୍ପର । ଫଳରେ ବୋଲେରୋ ଡ୍ରାଇଭର ବିକ୍ରମ ପ୍ରଧାନଙ୍କ ସହ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଅଗ୍ନିଶମ ଏବଂ ଏମସିେଲ କମ୍ପାନୀ କର୍ମଚାରୀ  ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛନ୍ତି । ଉଭୟଙ୍କୁ ପ୍ରଥମେ ସେଣ୍ଟ୍ରାଲ ହସ୍ପିଟାଲ ଓ ପରେ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଆମିକ୍ସ ନାମକ ଏକ କମ୍ପାନୀରେ କାମ କରୁଥିବା ବେଳେ ଏଭଳି ଦୁର୍ଘଟଣା ହୋଇଛି ।

   Related Posts