Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ରାଜନୈତିକ ହିଂସାକୁ ନେଇ ଗୁଳିମାଡ, ଦୁଇ ଗୁରୁତର

2/04/2019 at 8:09 AM

ଟାଙ୍ଗୀ ୦୨|୪ : ଟାଙ୍ଗୀରେ  ରାଜନୈତିକ ହିଂସାକୁ ନେଇ ଗୁଳିମାଡ ହୋଇଛି । ଗୁଳିମାଡରେ ଦୁଇ ଜଣ ଗୁରୁତର ହୋଇଛନ୍ତି ।ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଟାଙ୍ଗୀ ବ୍ଲକ୍ କନ୍ତଳବାଇ ଛକ ନିକଟରେ ଗୁଳିମାଡ ହୋଇଛି । ଦୁଇ ଗୁରୁତର ହେଲେ ଶିବବ୍ରତ ପରିଡା ଓ ତାଙ୍କ ଖୁଡୀ ନଳିନୀ ପରିଡା । ସ୍ଥାନୀୟ ସରପଞ୍ଚ, ଜିଲ୍ଲା ପରିଷଦ ଓ ତାଙ୍କ ସମ୍ପର୍କୀୟ ଗୁଳିମାଡରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି । ଗୁଳିମାଡ ପରେ ଗାଁରେ ଉତ୍ତେଜନା ଲାଗି ରହିଛି । ପୋଲିସ ଫୋର୍ସ ମୁତୟନ ହୋଇଛି ।

   Related Posts